Masthead

ପ୍ରଧାନ ଶିକ୍ଷକଙ୍କ ନିର୍ଦ୍ଦେଶରେ ସ୍କୁଲରେ ତାଲା, ହଟହଟା ହେଲେ ଛାତ୍ରଛାତ୍ରୀ ଓ ଶିକ୍ଷକ

କଟକ(ବଡ଼ ଖବର ବ୍ୟୁରୋ): କଟକ କେବିକେ ରୋଡରେ ଥିବା ଶ୍ରୀ ସତ୍ୟସାଇ ସ୍କୁଲରେ ତାଲା । ଅଭିଭାବକ, ଶିକ୍ଷକ ଏବଂ କୁନି କୁନି ଛାତ୍ର ଛାତ୍ରୀମାନେ ହେଲେ ହଟହଟା । ପ୍ରଧାନ ଶିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲରେ ତାଲା ପକାଇଥିବା ନେଇ ଅଭିଯୋଗ କରିଛନ୍ତି ଶିକ୍ଷକ ଶିକ୍ଷୟତ୍ରୀ ।

ତେବେ ଶ୍ରୀ ସତ୍ୟସାଇ ସ୍କୁଲରେ ୬୦୦ ରୁ ୭୦୦ ଛାତ୍ର ଛାତ୍ରୀ ପାଠ ପଢୁଥିବା ବେଳେ ତାଙ୍କ ଭବିଷ୍ୟତ ସହ ଖେଳା ଯାଉଛି ବୋଲି ଅସନ୍ତୋଷ ପ୍ରକାଶ କରିଛନ୍ତି ଅଭିଭାବକ । ଏ ନେଇ ଦୀର୍ଘଦିନ ହେବ ଶିକ୍ଷକ ମାନେ ତାଙ୍କ ଦରମା ବୃଦ୍ଧି ଦାବି କରି ଆସୁଥିଲେ ସୁଦ୍ଧା ସ୍କୁଲ ମ୍ୟାନେମେଣ୍ଟ ଏ ଦିଗରେ କୌଣସି କର୍ଣ୍ଣପାତ କରୁନାହିଁ । ଅନ୍ୟପଟେ ଏହି ଘଟଣା ଉପରେ ପ୍ରଧାନ ଶିକ୍ଷକଙ୍କର କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି