Masthead

ଦ୍ୱିତୀୟ ଦିନରେ ଗୃହରେ ହଙ୍ଗାମା,ବିଜେପିର ହଟ୍ଟଗୋଳ ପାଇଁ ୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନ । ଆଜିଠୁ ସରଗରମ ହେବ ଗୃହ ।ବିଭିନ୍ନ ପ୍ରସଙ୍ଗ ନେଇ ଶାସକ ଦଳକୁ ଘେରିବେ ବିରୋଧୀ । ଦ୍ୱିତୀୟ ଦିନରେ ଗୃହରେ ହଙ୍ଗାମା ।ଆରମ୍ଭ ପୁର୍ବରୁ ପ୍ରଶ୍ନକାଳ ଆରମ୍ଭରୁ ହଟ୍ଟଗୋଳ । ଗୃହ ମଧ୍ୟ ଭାଗକୁ ଆସି ବିଜେପି ବିଧାୟକଙ୍କ ହଟ୍ଟଗୋଳ ଆରମ୍ଭ ହୋଇଯାଇଛି । ସେଥିପାଇଁ ୧୧.୩୦ ପର୍ଯ୍ୟନ୍ତ ଗୃହ ମୁଲତବି ରଖିଲେ ବାଚସ୍ପତି । ମୁଲତବି ପ୍ରସ୍ତାବ ଗ୍ରହଣ କରୁନଥିବାରୁ ବିଜେପି କରିଛି ହଟ୍ଟଗୋଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ