Masthead

ପୁଣିଥରେ ଆପ ରାଷ୍ଟ୍ରୀୟ ସଂଯୋଜକ ହେଲେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପୁଣିଥରେ ଆମ ଆଦମି ପାର୍ଟିର ରାଷ୍ଟୀୟ ସଂଯୋଜକ ଭାବରେ ନିର୍ବାଚିତ ହୋଇଛନ୍ତି । ଏହାକୁ ମିଶାଇ ଲଗାତାର ତୃତୀୟ ଥର ପାଇଁ ଏହି ପଦକୁ କେଜ୍ରିୱାଲ ସମ୍ଭାଳିବାକୁ ଯାଉଛନ୍ତି ।

ତେବେ ଆଜି ଆମ ଆଦମି ପାର୍ଟିର ରାଷ୍ଟ୍ରୀୟ ପରିଷଦର ବୈଠକରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀର ନିର୍ବାଚନ ହୋଇଥିଲା । ଏବଂ ଏଥିରେ ପୁଣି ଥରେ କେଜ୍ରିୱାଲଙ୍କୁ ରାଷ୍ଟ୍ରୀୟ ସଂଯୋଜକ ଭାବରେ ବଛାଯାଇଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ‘ସାଳନ୍ଦୀ ପାଇଁ ସତର୍କ ରହିବାକୁ ପଡ଼ିବ’ 🔴 ଲଗାଣ ବର୍ଷାରେ ଧୋଇ ଗଲା ପୋଲ 🔴 କୃଷି ବିଭାଗର ଚଢ଼ାଉ, ୧୯୦ ବସ୍ତା ସାର ଜବତ