ପୁଣି ଥରେ ଚର୍ଚ୍ଚାରେ ରାହୁଲ ଓ ଆଥିଆ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଅଭିନେତ୍ରୀ ଆଥିଆ ଶେଟ୍ଟୀ ଏବଂ କ୍ରିକେଟର କେ.ଏଲ୍ ରାହୁଲ ଟ୍ରେଣ୍ଡିଂର ଶୀର୍ଷ ସ୍ଥାନରେ । କେ.ଏଲ୍ ରାହୁଲଙ୍କୁ ଡେଟ୍ କରୁଥିବା ଆଥିୟା ଇନଷ୍ଟାଗ୍ରାମର ‘ଏକ ଫଟୋ ପୋଷ୍ଟ’ କରିଛନ୍ତି । ଯାହାକି ଏବେ ଭାଇରାଲ ହେବାରେ ଲାଗିଛି ।

ଏହି ଫଟୋରେ ଦୁହେଁ ମାକ୍ସ ପିନ୍ଧିଥିବା ନଜର ଆସିଛନ୍ତି । ଦୁହିଁଙ୍କର ଫ୍ୟାନ୍ସମାନେ ଏବେ ଦୁହିଙ୍କ ସମ୍ପର୍କକୁ ନେଇ ବେଶ ଚର୍ଚ୍ଚା କରୁଛନ୍ତି । ଏହି ଯୋଡ଼ି ୨୦୧୯ ରୁ ଦୁହେଁ ଦୁହିଁଙ୍କୁ ଡ଼େଟିଙ୍ଗ କରୁଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’