Masthead

ଦେଢ କେଜି ବ୍ରାଉନ ସୁଗାର ଜବତ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଜଳେଶ୍ୱରରୁ ଧରା ହେଲା ଧଳା ଜହର । ଦେଢ଼ କେଜିରୁ ଉର୍ଦ୍ଧ୍ୱ ଧଳା ଜହର ଜବତ ହେବା ସହ ଜଣଙ୍କୁ ଗିରଫ କରିଛି ପୋଲିସ । ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ପାଲଟିଛି ଧଳା ଜାହରର ହବ ସେଣ୍ଟର । ଦିନକୁ ଦିନ ବଢ଼ିବାରେ ଲାଗିଛି ଧଳା ଜହର କାରବାର । ଜଳେଶ୍ଵର ଓଡିଶା ଏବଂ ପଶ୍ଚିମବଙ୍ଗ ସୀମାନ୍ତରେ ହୋଇଥିବାରୁ ପ୍ରତ୍ୟେକ ଦିନ ବିଭିନ୍ନ ଉପାୟରେ ବାଙ୍ଗଲାଦେଶ ଏବଂ ପଶ୍ଚିମବଙ୍ଗରୁ ବେପାରୀଙ୍କ ମାଧ୍ୟମରେ ପହଞ୍ଚିଥାଏ ଧଳା ଜହର ।

ବାରମ୍ବାର ଧଳା ଜହର ବେପାରୀଙ୍କ ଉପରେ ଚଢ଼ାଉ କରାଯାଇ ବିପୁଳ ପରିମାଣରେ ଜବତ କରାଯାଇଥିଲାବେଳେ କେତେକ ବେପାରୀଙ୍କୁ ଗିରଫ ମଧ୍ୟ କରାଯାଇଛି । ତଥାପି ଜଳେଶ୍ୱରର ଧଳା ଜହର ବେପାର କମିବାର ନା ଧରୁନି । ଯାହା ପୁଣି ଭୁବନେଶ୍ୱରର ସ୍ୱତନ୍ତ୍ର ଏକ ଏସ ଟି ଏଫ ଟିମ ହାତରେ ଜଳେଶ୍ୱରର ଜଣେ ଧଳା ଜହର ବେପାରୀ ଗିରଫ ହେବା ସହ ପାଖା ପାଖି ଦେଢ଼ କିଲୋ ଧଳା ଜହର ଜବତ ହୋଇଛି । ଯାହାର ମୂଲ୍ୟ ପାଖାପାଖି ଦେଢ଼ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ହେବ ବୋଲି ଜଣାପଡିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ