Masthead

ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚାକିରି କରାଇଦେବା ନାଁରେ ବଡ଼ଧରଣର ଠକେଇ । କେତେବେଳେ କେନ୍ଦ୍ରମନ୍ତ୍ରିଙ୍କ ପିଏ ତ କେତେବେଳେ ସେନା ଅଧିକାରୀ, ପୁଣି ଆଉ କେତେବେଳେ ଡିଆରଡିଓ କର୍ମଚାରୀ ଭାବେ ପରିଚୟ ଦେଉଥିଲେ । ଲୋକଙ୍କ ମନରେ ବିଶ୍ୱାସ ଜନ୍ମାଇବା ପରେ ସରକାରୀ ଓ ବେସରକାରୀ ସ୍ତରରେ ନିଯୁକ୍ତି ଦେବାର ପ୍ରତିଶ୍ରୁତି ଦେଉଥିଲେ । କଟକର ଅନେକ ଲୋକଙ୍କ ଠାରୁ ମୋଟ ୫୯ଲକ୍ଷ ୨୫ହଜାର ୧୦୦ ଟଙ୍କା ଲୁଟିଥିବା ଅଭିଯୋଗରେ ସାଇବର ଥାନା ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି । ଅଭିଯୁକ୍ତ ହେଲେ ବ୍ରହ୍ମପୁର ବିଦ୍ୟାନାଥ ପୁର ସିଦ୍ଧାର୍ଥ ନଗର ଅଂଚଳର ସନ୍ତୋଷ ମୋହୁରି ଓରଫ ସନ୍ତୋଷ ମହାନ୍ତି ଓରଫ ହାଡିବନ୍ଧୁ । ତାଙ୍କ ଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି