Masthead

ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା କାର, ଜଣେ ମୃତ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା କାର । ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଛତାବର ନିକଟରେ ଦୁର୍ଘଟଣା ଘଟିଛି । ଆହତଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ସୂଚନା ଅନୁସାରେ ଟ୍ରକଟି ରାସ୍ତାକଡରେ ଠିଆ ହୋଇଥିବା ବେଳେ କାରଟି ଭାରସାମ୍ୟ ହରାଇ ଟ୍ରକ ତଳେ ପଶିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା