Masthead

ବିଦ୍ୟୁତ ଆଘାତରେ ଜଣେ ମୃତ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ ସଂପର୍ଷରେ ଆସି ଚାଲିଗଲା ପୂଜକଙ୍କ ଜୀବନ । ଟାଟା ପାୱାରର ଖାମଖିଆଲି ଯୋଗୁଁ କେନ୍ଦ୍ରାପଡ଼ା ରାଜକନିକା ଜାଗୁଳାଇପଡା ଗାଁର ଜଣେ ପୂଜକଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । କ୍ଷତି ପୂରଣ ଦାବିରେ ଆଜି ଜାଗୁଳାଇପଡା ଗାଁର ଲୋକେ ଏକତ୍ରିତ ହୋଇ ରାଜକନିକା ସେକ୍ସନ କାର୍ୟ୍ୟାଳୟ ଆଗରେ ବିକ୍ଷୋଭ କରିବା ସହ ବିଦ୍ୟୁତ କାର୍ୟ୍ୟାଳୟ ଘେରିଥିଲେ। ଗାଁ ମୁଣ୍ଡରେ ଥିବା ଟ୍ରାନ୍ସଫର୍ମର ସଟ ସର୍କିଟ ହୋଇ ପୂଜକଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ପରିବାରକୁ କୋଡିଏ ଲକ୍ଷ ଟଙ୍କା କ୍ଷତିପୂରଣ ଦାବିକରି ଗାଁ ଲୋକେ ରାଜକନିକା ଟାଟା ପାୱାର କାର୍ୟ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା