Masthead

ମୋହନା ବିଡିଓଙ୍କ ଗାଡ଼ି ଧକ୍କାରେ ଜଣେ ମୃତ

ଗଜପତି(ବଡ଼ ଖବର ବ୍ୟୁରୋ): ଗଜପତି ମୋହନା ବିଡ଼ିଓଙ୍କ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ଯାଜପୁର ଗ୍ରାମ ନିକଟସ୍ଥ ପୁଡୁଣି ଛକ ଠାରେ ମୋହନା ବିଡ଼ିଓଙ୍କ ଗାଡ଼ି ଧକ୍କାରେ ସାତମଇଲ ଗ୍ରାମର ଟି.ପ୍ରଭାକରଙ୍କ ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ପାରଳାଖେମୁଣ୍ଡି ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୁଲିସ୍। ତେବେ ମାନବିକତା ଦୃଷ୍ଟିରୁ ଘଟଣା ଘଟିବା ବେଳେ ଗାଡ଼ିରେ ବସିଥିବା ବିଡିଓ ସେଠାରେ ନରହି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ବିସ୍ଫୋରଣରୁ ଅଳ୍ପକେ ବର୍ତ୍ତିଲେ ଯବାନ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’