Masthead

ମୋହନା ବିଡିଓଙ୍କ ଗାଡ଼ି ଧକ୍କାରେ ଜଣେ ମୃତ

ଗଜପତି(ବଡ଼ ଖବର ବ୍ୟୁରୋ): ଗଜପତି ମୋହନା ବିଡ଼ିଓଙ୍କ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ । ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଉପକଣ୍ଠ ଯାଜପୁର ଗ୍ରାମ ନିକଟସ୍ଥ ପୁଡୁଣି ଛକ ଠାରେ ମୋହନା ବିଡ଼ିଓଙ୍କ ଗାଡ଼ି ଧକ୍କାରେ ସାତମଇଲ ଗ୍ରାମର ଟି.ପ୍ରଭାକରଙ୍କ ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ପାରଳାଖେମୁଣ୍ଡି ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୁଲିସ୍। ତେବେ ମାନବିକତା ଦୃଷ୍ଟିରୁ ଘଟଣା ଘଟିବା ବେଳେ ଗାଡ଼ିରେ ବସିଥିବା ବିଡିଓ ସେଠାରେ ନରହି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ