Masthead

ଅଂଶୁଘାତ ଆକ୍ରାନ୍ତରେ ଜଣେ ମୃତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ରାଜ୍ୟରେ ଅଂଶୁଘାତରେ ଜଣେ ମୃତ । ସରକାରୀ ହିସାବ ଅନୁସାରେ ଅଂଶୁଘାତରେ ଏଯାବତ ଜଣକ ମୃତ୍ୟୁ ହୋଇଛି । ବାଲେଶ୍ବରରୁ ଜଣକ ମୃତ୍ୟୁ ହୋଇଥିବା କହିଲେ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ଓ ହିଟ୍ ରିଲେଟେଡ ଇଲନେସ ଯୋଗୁ ୭୧ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୩୫ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ମୟୂରଭଞ୍ଜରେ ୭ ଓ ଅନୁଗୋଳରେ ୭ ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ୬ ଜଣ ହିଟ୍ ରିଲେଟେଡ ଇଲନେସ ପାଇଁ ଭର୍ତ୍ତି ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ