Masthead

ପେଟ୍ରୋଲ ପମ୍ପ ବିସ୍ଫୋରଣ ନେଲା ଜଣଙ୍କ ଜୀବନ

ଭୂବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବୁଧବାର ହୋଇଥିଲା ଭୟଙ୍କର ବିସ୍ଫୋରଣ । ବିସ୍ପୋରଣରେ ଗୁରୁତର ହୋଇ କଟକରେ ଚିକିତ୍ସାଧୀନ ଥିବା ଜଣଙ୍କର ଆଜି ଭୋରୁ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଗଞ୍ଜାମ ଜିଲ୍ଲାର ସତ୍ୟ ନାୟକ । ଏ ସମ୍ପର୍କରେ ସୁଚନା ଦେଇଛନ୍ତି ଏସସିବି ଜରୁରୀକାଳୀନ ଅଧିକାରୀ ଡା. ଭୂବନାନନ୍ଦ ମହାରଣା ।
ଭୁବନେଶ୍ୱର ରାଜଭବନ ନିକଟରେ ଥିବା ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ପୋରଣ ଘଟି ୧୦ରୁ ଉଦ୍ଧ୍ୱର୍ର୍ଲୋକ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ଦୁଇଜଣ ଗୁରୁତର ଥିବାରୁ କଟକ ଏସସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା । ଆଜି ରାଜଭବନ-ଶିରିପୁର ରାସ୍ତା ସ୍ୱାଭାବିକ ହୋଇଛି । ଯାନବାହନ ଚଳାଚଳ ଯଥାରୀତି ଚାଲିଛି । ଭୟ ଓ ଆଶଙ୍କା ଦୂର ହୋଇଛି ବୋଲି କହିଛନ୍ତି । ଅଗ୍ନିଶମ ଡିଜି ସତ୍ୟଜିତ୍ ମହାନ୍ତି । ବିସ୍ଫୋରଣର କାରଣ ଖୋଜିବା ପାଇଁ ତଦନ୍ତ ଜୋରଦାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ