Masthead

ଘଣ୍ଟାଏ କୋହଳ ହେଲା ସଟଡାଉନ ଅବଧି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଘଣ୍ଟାଏ କୋହଳ ହେଲା ସଟଡାଉନ ଅବଧି । ଶନିବାର ସକାଳୁ ସଟଡାଉନ ଆରମ୍ଭ ହୋଇଯିବ । ଏନେଇ ଏସଆରସି ପ୍ରଦୀପ ଜେନାଙ୍କ ସ୍ପଷ୍ଟୀକରଣ କରିଛନ୍ତି। ଶନିବାର ଓ ରବିବାର ସଟଡାଉନ ଘୋଷଣା ହୋଇଛି । ଶୁକ୍ରବାର ର।ତିରେ ନାଇଟକର୍ଫ୍ୟୁ ବଳବତ୍ତର ରହିବ । ଶନି ଓ ରବିବାର ସକାଳ ୫ରୁ ୬ଟା ମର୍ଣ୍ଣିଂ ୱାର୍କ, ଜଗିଂ ଓ ସାଇକ୍ଲିଂ କରୁଥିବା ଲୋକଙ୍କ ପାଇଁ କୋହଳ ରହିବ। ସୋମବାର ସକାଳ ୫ଟା ଯାଏଁ ସଟଡାଉନ କଟକଣା ବଳବତ୍ତର ରହିବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା ।

ଶନିବାର ସକାଳୁ ସୋମବାର ସକାଳ ପର୍ଯ୍ୟନ୍ତ ସହରରେ ସଟଡାଉନ କରାଯାଇଛି । ତେବେ ସଟଡାଉନ ସମୟରେ ୧ ଘଣ୍ଟା ପାଇଁ କଟକଣାରେ କୋହଳ ନେଇ ନିଆଯାଇଛି ନିଷ୍ପତ୍ତି । ତେବେ ସଟଡାଉନ ସମୟରେ କ୍ଷୀର, ପେଟ୍ରୋଲ ପମ୍ପ , ଡାକ୍ତରକଖାନା ଓ ମେଡିସିନ୍ ଦୋକାନ ଆଦି ଖୋଲା ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ