Masthead

ରାଜଧାନୀରେ ଶତ ପ୍ରତିଶତ ଟିକାକରଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ହେଲା ଶତ ପ୍ରତିଶତ ଟିକାକରଣ । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୁରଣ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ବିଭିନ୍ନ ବର୍ଗରେ ମୋଟ ୯ ଲକ୍ଷ ୭ ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ ଲକ୍ଷ ୧୪ ହଜାର ଡୋଜ ଦେବାକୁ ରହିଥିଲା ଲକ୍ଷ୍ୟ ।

ଗତକାଲି ସୁଦ୍ଧା ୧୮ ଲକ୍ଷ ୩୫ ହଜାର ୯୦୩ ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ ୧୦ ଲକ୍ଷ ୫୯ ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି । ୭ଲକ୍ଷ ୭୬ ହଜାର ୧୫୦ ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି ବୋଲି କହିଛନ୍ତି ବିଏମସି ଅତିରିକ୍ତ କମିଶନର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ