Masthead

ଜଙ୍ଗଲରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଲମତାପୁଟ (ବଡ଼ ଖବର ବ୍ୟୁରୋ): ଜଙ୍ଗଲ ଭିତରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । ଲମତାପୁଟ ପୋଲିସକୁ ସଫଳତା ମିଳିଛି।କାକଲପଡା ଅଞ୍ଚଳରୁ ହରିୟାଣାକୁ ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ଲମତାପୁଟ ପୋଲିସ । କାରରେ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି ଲମତାପୁଟ ପୋଲିସ ।

ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓଙ୍କ ନେତୃତ୍ୱରେ ଲମତାପୁଟ ଫାଣ୍ଡି ଅଧିକାରୀ କାକଲପଡା ଗ୍ରାମ ନିକଟ ଜଙ୍ଗଲର ଗଞ୍ଜେଇ ଚୋରା ଚାଲାଣ ଖବର ମିଳିଥିଲା ।ଗାଡି ଛାଡି ଜଙ୍ଗଲ ଭିତରକୁ ମାଫିଆମାନେ ଫେରାର ହୋଇଯାଇଥିବାବେଳେ କାର ଯାଞ୍ଚ କରିବାରୁ କାର ଭିତରୁ ୧ କ୍ୟୁଣ୍ଟାଲ ଗଞ୍ଜେଇ ଜବତ ହୋଇଥିଲା । ଯାହାର ଆନୁମାନିକ ମୂଲ୍ୟ୧୦ ଲକ୍ଷ ଠଙ୍କା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ