Masthead

ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କର ଜୀବନ

 କଟକ (ବଡ଼ ଖବର ବ୍ୟୁରୋ): ବାହାନଗା ଟ୍ରେନ୍ ଦୁର୍ଘଟଣାରେ ଗଲା ଆଉ ଜଣଙ୍କର ଜୀବନ । ମୃତକଙ୍କ ନାଁ ପଲତୁ ନସ୍କାର । କଟକ ଏସସିବିରେ ଚିକିତ୍ସିତ ହେଉଥିଲେ । ମୃତକଙ୍କ ଘର ପଶ୍ଚିମବଙ୍ଗର ଦକ୍ଷିଣ ଚବିଶ ପ୍ରଗଣା ଅଞ୍ଚଳରେ । ବାହାନଗା ଟ୍ରେନ ଦୁର୍ଘଟଣାରେ ଆହତ ହେବା ପରେ ଏସିବିରେ ଚିକିସôିତ ହେଉଥିଲେ । ତେବେ ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨୯୨ରେ ପହଂଚିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ