Masthead

ୱାନ ନେସନ ୱାନ୍ ଇଲେକ୍ସନ କମିଟିରେ କିଏ ପାଇଲେ ସ୍ଥାନ, ଜାଣନ୍ତୁ

ନୂଆଦିଲ୍ଲୀ (ବଡ଼ ଖବର): ୱାନ ନେସନ ୱାନ୍ ଇଲେକ୍ସନ ପାଇଁ କମିଟି ଗଠିତ । ୮ ଜଣିଆ କମିଟି ସଦସ୍ୟା ଘୋଷଣା କଲେ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରାଳୟ । କମିଟି ଅଧ୍ୟକ୍ଷ ରହିଛନ୍ତି ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ସଦସ୍ୟ ଭାବେ ଗୃହମନ୍ତ୍ରୀ ଅମିିତ ଶାହା, ଲୋକସଭାରେ ବିରୋଧୀ ଦଳ ନେତା କଂଗ୍ରେସ ସାଂସଦ ଅଧୀର ରଂଜନ ଚୌଧୁରୀ ସଦସ୍ୟ ରହିଛନ୍ତି । ଏହାସହ ଗୁଲାମ ନବୀ ଆଜାଦ, ଏନ. କେ ସିଂ, ସୁବାସ ସିଂ କାଶ୍ୟପ, ହରିଶ ସାଲଭେ ଓ ସଂଜୟ କୋଠାରୀ କମିଟିରେ ସାମିଲ ହୋଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ