Masthead

ରାଷ୍ଟ୍ରପତିଙ୍କୁ ଦେଲେ ଏକକ ନିର୍ବାଚନ ରିପୋର୍ଟ

ଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏକକ ନିର୍ବାଚନ ପ୍ରସଙ୍ଗରେ ରିପୋର୍ଟ ପ୍ରଦାନ କରିଛନ୍ତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ ଉଚ୍ଚ ସ୍ତରୀୟ କମିଟି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଏକକ ନିର୍ବାଚନ ପ୍ରସଙ୍ଗରେ ରିପୋର୍ଟ ପ୍ରଦାନ କରିଛନ୍ତି କମିଟି ଅଧ୍ୟକ୍ଷ ରାମନାଥ କୋବିନ୍ଦ। ୧୮ ହଜାର ୬୨୬ ପୃଷ୍ଠାର ବିଶିଷ୍ଟ ଦୀର୍ଘ ରିପୋର୍ଟ ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯାଇଛି ।

୧୯୧ ଦିନ ଧରି ଏହି କମିଟି ଗୋଟିଏ ଦେଶ ଗୋଟିଏ ନିର୍ବାଚନକୁ ନେଇ ଅନୁଧ୍ୟାନ କରିଥିଲା । ଗୋଟିଏ ଦେଶ ଗୋଟିଏ ନିର୍ବାଚନ ନେଇ କମିଟି ବିଭିନ୍ନ ଦିଗ ଉପରେ ତର୍ଜମା କରି ଏହି ରିପୋର୍ଟ ପ୍ରସ୍ତୁତ କରିଛି । ଗୋଟିଏ ନିର୍ବାଚନ ନେଇ ବୁଦ୍ଧିଜୀବୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ଠାରୁ ମଧ୍ୟ ପରାମର୍ଶ ନିଆଯାଇଛି ।ବିଜେପି ଓ କନରାଡ ସାଙ୍ଗାମାଙ୍କ ଦଳ ‘ଏନପିପି’ ଦୁଇ ଜାତୀୟ ଦଳ ଭାବେ ଏହାକୁ ସମର୍ଥନ କରିଛନ୍ତି । ଅନ୍ୟ ସମର୍ଥିତ ଦଳଙ୍କ ମଧ୍ୟରେ ଆଞ୍ଚଳିକ ଦଳମାନେ ହିଁ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି