ଦୋକାନ ଭିତରେ ଜଳିଗଲେ ପରିବା ଦୋକାନୀ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ପରିବା ଦୋକାନରେ ନିଆଁ, ଦୋକାନୀ ଜୀବନ୍ତଦଗ୍ଧ ।  କୁଦାନଗରୀ ଥାନା କଳାବୁଦା ବାରୁଣୀ ବଜାରରେ ଅଘଟଣ ।  ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ, ମୃତକ ଗୋଗିନ୍ଦପୁର ଗାଁର। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ, ଘଟଣାସ୍ଥଳରେ ଚାପା ଉତ୍ତେଜନା ।  ଶୁକ୍ରବାର ବିଳମ୍ଵିତ ରାତିରେ ଜଣେ ପରିବା ଦୋକାନୀ ଦୋକାନରେ ଶୋଇଥିବା ବେଳେ ନିଆଁ ଲାଗି ଯାଇଥିଲା। ଫଳରେ ଦୋକାନୀ ଜଣଙ୍କ ଜିଅନ୍ତା ଜଳିଯାଇଛନ୍ତି।  ସୂଚନାନୁଯାୟୀ, କୁଦାନଗରୀ ଥାନା ଗୋବିନ୍ଦପୁର ଗାଁର ସୁବାଷ ଚନ୍ଦ୍ର ମଲ୍ଲିକ ବାରୁଣୀ ବଜାରରେ ଏକ ପରିବା ଦୋକାନ ଦେଇଥିଲେ। ଶୁକ୍ରବାର ରାତିରେ ସୁବାଷ ଦୋକାନରେ ଶୋଇଥିଲେ। ବିଳମ୍ବିତ ରାତିରେ ଦୋକାନରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ସୁବାଷ ଜିଅନ୍ତା ଜଳିଯାଇଛନ୍ତି। ତେବେ ଦୋକାନରେ କେମିତି ନିଆଁ ଲାଗିଲା ତାହାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!