Masthead

ରାସ୍ତା ଉପରେ ଅନଲାଇନ କ୍ଲାସ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): କରୋନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ହୋଇଯାଇଛି । ଛାତ୍ରଛାତ୍ରୀମାନେ ଅନଲାଇନରେ ପାଠପଢିବାକୁ ନିର୍ଦ୍ଦେଶ ଦିଆଯାଇଛି । କିନ୍ତୁ ଅନଲାଇନ ପାଠପଢାର ବିକଳ ଚିତ୍ର ଦେଖିବାକୁ ମିଳୁଛି ସମ୍ବଲପୁରରେ । ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକର ଚଡଚଡି ଗାଁ ।

ଦେବଗଡ,ଅନୁଗୋଳ,ସମ୍ବଲପୁର ଜିଲ୍ଲାର ସୀମାରେ ଅବସ୍ଥିତ ଚଡଚଡି ଗ୍ରାମରେ କୌଣସି ମୋବାଇଲ କମ୍ପାନୀର ନେଟୱାର୍କ ଠିକରେ ଲାଗୁନାହିଁ । ଗ୍ରାମର ଛାତ୍ରଛାତ୍ରୀମାନେ ଅନଲାଇନ କ୍ଲାସ କରିବାରେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବହୁ ଗରୀବ ଛାତ୍ରଛାତ୍ରୀଙ୍କ ନିକଟରେ ସ୍ମାର୍ଟ ଫୋନ ନ ଥିବା ବେଳେ ଆବଶ୍ୟକ ଭିତ୍ତିଭୂମିର ଅଭାବ ରହିଛି । ପିଲାମାନେ ଗାଁ ଠାରୁ ୨ କି.ମି,ଜଙ୍ଗଲ ରାସ୍ତାରେ ଚାଲିଚାଲି ଯାଇ ରାସ୍ତା ଉପରେ ବସି ପାଠ ପଢୁଛନ୍ତି । ଜୀବନକୁ ବାଜି ଲଗାଇ ପିଲାମାନେ ଜଙ୍ଗଲ ରାସ୍ତାରେ ପଢିବାକୁ ବାଧ୍ୟ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା