Masthead

ଅନଲାଇନ ଗେମ ନେଲା ଜୀବନ

ସୋର (ବଡ଼ ଖବର ବ୍ୟୁରୋ): ସୋର ଥାନା ବାହାନଗା ବ୍ଲକ କୁଚିଆକୋଇଲି ଅରଡ଼ା ଗ୍ରାମର ଜଣେ କଲେଜ ପଢୁଆ ଛାତ୍ର ଅନଲାଇନ ଗେମ ଖେଳି ଜୀବନ ହାରିଥିବା ଜଣାପଡିଛି। ଛାତ୍ର ଜଣଙ୍କ ହେଲେ ଗ୍ରାମର ଶରତ ଚନ୍ଦ୍ର ମଳିକଙ୍କ ସାନ ପୁଅ ଆଶିଷ କୁମାର ମଳିକ। ଆଶିଷ ଅନନ୍ତପୁର ସାରସ୍ୱତ ମହାବିଦ୍ୟାଳୟର ଯୁକ୍ତ ଦୁଇର ଛାତ୍ର ଥିଲେ। ଗତକାଲି କଲେଜରୁ ଫେରିବା ପରେ ଘରଭିତରେ କବାଟ ବନ୍ଦ କରି ରହିଥିଲେ।

ତାଙ୍କ ମାଆ ଖାଇବା ପାଇଁ ଡାକିବା ବେଳେ ସେ କବାଟ ଖୋଲିନଥିଲେ। କିନ୍ତୁ ପରିବାର ଲୋକେ ଓ ଗ୍ରାମବାସୀମାନେ କବାଟ ଭାଙ୍ଗି ଆଶିଷକୁ ବେକରେ ରଶୀ ଲାଗି ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରି ସୋର ଡାକ୍ତରଖାନାକୁ ଆଣିଥିଲେ। ସେଠାରେ ଡାକ୍ତର ଆଶିଷକୁ ମୃତ ଘୋଷଣା କରିଥିଲେ। ଖବର ପାଇ ସୋର ପୁଲିସ ଡାକ୍ତରଖାନାରେ ପହଂଚି ଶବ ଜବତ କରି ଏକ ମାମଲା ରୁଜୁକରି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ