ପଶ୍ଚିମବଙ୍ଗରେ ନିର୍ବାଚନ କେମିତି ହେଇଛି ଭଗବାନ ହିଁ ଜାଣନ୍ତି !

କଲିକୋତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ନିର୍ବାଚନ ପାଖେଇ ଆସୁଛି । ଏନେଇ ତୃଣମୂଳ କଂଗ୍ରେସ ଜୋରଦାର ପ୍ରଚାର ଆରମ୍ଭ କରିଦେଇଛି । ଏହା ମଧ୍ୟରେ ମମତା ବାନାର୍ଜୀ ଭାରତୀୟ ଜନତା ପାର୍ଟିଙ୍କୁ ଟାର୍ଗେଟ କରି ଗର୍ଜିଥିବାର ଦେଖିବାକୁ ମିଳିଛି । ତେବେ ୨୦୨୧ ରେ ପଶ୍ଚିମବଙ୍ଗରେ କେମିତି ନିର୍ବାଚନ ହୋଇଛି ।

ତାହା ଭଗବାନ ହିଁ ଜାଣନ୍ତି । କେନ୍ଦ୍ର ବାରମ୍ବାର ମିଛ କହିବା ସତ୍ତେ୍ୱ ଟଏମସିକୁ ହରାଇପାରନଥିଲା । ଏପରିକି ପଶ୍ଚିମବଙ୍ଗରେ ଦଳୀୟ କର୍ମୀଙ୍କୁ ଆକ୍ରମଣ କରିବାର ଷଡଯନ୍ତ୍ର ମଧ୍ୟ ରୋଚିଥିଲେ । ପଶ୍ଚିମବଙ୍ଗବାସୀଙ୍କ ମନପରିବର୍ତ୍ତନ କରିବା ପାଇଁ ଅନ୍ୟରାଜ୍ୟରୁ ୧୦୦୦ ଗୁଣ୍ଡା ଆସିଥିଲେ ବୋଲି ମମତା ବାର୍ନାଜୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ