‘ଦେଶରେ କେବଳ ବେରୋଜଗାରି, ଦାରିଦ୍ର୍ୟ ବଢିଛି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାର କେନ୍ଦ୍ର ସରକାରଙ୍କ ଉପରେ ଢେର ବର୍ଷିିଛନ୍ତି । କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିବାକୁ ଯାଇ ସେ କହିଛନ୍ତି, ଦେଶରେ କେବଳ ବେରୋଜଗାରି ବଢିଛି । ମୁଦ୍ରସ୍ଫିତି ହ୍ରାସ ପାଇବା ସହ ଦାରିଦ୍ର ହାର ବଢିଛି । କେନ୍ଦ୍ର ସରକାର କ’ଣ ବୃଦ୍ଧି କରିଛନ୍ତି ବୋଲି ରାହୁଲ ପ୍ରଶ୍ନ କରିଛନ୍ତି ।

ଦେଶରେ କରୋନା ପୂର୍ବରୁ ମଧ୍ୟବିତ୍ତ ପରିବାର ଥିଲେ ୯.୯ କୋଟି । ଏବେ ଏହି ସଂଖ୍ୟା ୬.୬ କୋଟିକୁ ହ୍ରାସ ପାଇଛି । ୨୦୧୧ ରୁ ୨୦୧୯ ମଧ୍ୟରେ ୫.୭ କୋଟି ନିମ୍ନ ମଧ୍ୟବିତ୍ତ ପରିବାର ମଧ୍ୟବିତ୍ତ ପରିବାକୁ ଉନ୍ନିତ ହୋଇଥିଲେ । ଏହି ପରିବାରର ଦୌନିକ ରୋଜଗାର ଥିଲା ୨ ଆମେରିକୀୟ ଡଲାର ଅର୍ଥାତ ୧୫୦ ଟଙ୍କା । ଏବେ ଏହା ହ୍ରାସ ପାଇଛି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’