Masthead

ଗର୍ଜିଲା ମହିଳା କଂଗ୍ରେସ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ବଢ଼ୁଥିବା ନାରୀ ନିର୍ଯାତନା, ଗଣଦୁଷ୍କର୍ମକୁ ନେଇ ପୁଣି ତାତିଛି ଓଡ଼ିଶା ମହିଳା କଂଗ୍ରେସ । ଆଜି କଂଗ୍ରେସ ଭବନ ସମ୍ମୁଖରେ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଛନ୍ତି ଶତାଧିକ ମହିଳା କଂଗ୍ରେସ କର୍ମୀ । ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ବିଧାୟକ ସୁର ରାଉତରାୟଙ୍କ ସମେତ କଂଗ୍ରେସ କର୍ମକର୍ତ୍ତାମାନେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ରାଜ୍ୟରେ ପ୍ରତିଦିନ ନାରୀ ନିର୍ଯାତନା, ଗଣଦୁଷ୍କର୍ମ ଘଟୁଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ କୋହଳ ମନୋଭାବ ପୋଷଣ କରୁଛି । କୋର୍ଟରେ ଅଭିଯୁକ୍ତମାନେ ଦୋଷୀ ସାବ୍ୟସ୍ତ ହେବା ପରିବେର୍ତ୍ତ ଆରାମରେ ଖସିଯାଉଛନ୍ତି । କେତେକ କ୍ଷେତ୍ରରେ ପୋଲିସ ଜାଣିଶୁଣି ଅଭିଯୁକ୍ତଙ୍କୁ ଗିରଫ କରୁନାହିଁ ବୋଲି କଂଗ୍ରେସ ନେତାମାନେ ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି