Masthead

ଖୋଲିବ ସ୍ବିମିଂ ପୁଲ, ପାର୍କ, ମଲ୍

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଆସିଲା ଅଗଷ୍ଟ ମାସର ଗାଇଡଲାଇନ । ସୂଚନା ଦେଲେ ଏସଆରସି ପ୍ରଦୀପ ଜେନା । ସକାଳ ୬ରୁ ରାତି ୮ ଯାଏ ସବୁ ଖୋଲା । ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍‌ ଖୋଲିବା । ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ଚାଲି ପାରିବ ଅପେରା । ପାର୍କ, ମଲ୍, ସମୁଦ୍ର କୂଳ ଖୋଲିବ । ସମସ୍ତ ଆହାର କେନ୍ଦ୍ର ଖୋଲାରହିବ । ରେଷ୍ଟୁରାଣ୍ଟ ଖୋଲିବ । ରାସ୍ତାକଡ଼ ଜଳଖିଆ ଦୋକାନରେ ବସି ଖାଇପାରିବେ। ଧାର୍ମିକ ସ୍ଥଳ ଖୋଲରହିବ କିନ୍ତୁ ଭୋଗ ନେଇ ଯାଇପାରିବେ ନାହିଁ ଶ୍ରଦ୍ଧାଳୁ ।

ବିବାହରେ ୨୫, ଶୁଦ୍ଧିକ୍ରିୟାରେ ୨୦ ଜଣଙ୍କୁ ଅନୁମତି । ମୀନା ବଜାର ଖୋଲାଯାଇପାରିବ । ସ୍ବିମିଂ ପୁଲ ଖୋଲିବ । ମ୍ୟୁଜିୟମ, ନନ୍ଦନକାନନ, ସାପ୍ତାହିକ ହାଟ ଖୋଲା ରହିବ । ବସରେ ଯେତିକି ସିଟ୍‌ ସେତିକି ଯାତ୍ରୀଙ୍କୁ ନେଇ ଜାରି ରହିବ ବସ ଚଳାଚଳ । ରାତି ୮ରୁ ସକାଳ ୬ ଯାଏ ନାଇଟ୍ କର୍ଫ୍ୟୁ । କଟକ, ଭୁବନେଶ୍ବରରେ ଏବଂ ପୁରୀରେ ସପ୍ତାହନ୍ତ ସଟ୍‌ଡାଉନ୍‌ ଜାରି ରହିବ । ସମସ୍ତ ଧାର୍ମିକ, ରାଜନୈତିକ ଏବଂ ସାମାଜିକ ସମାବେଶକୁ ମନା । ଭୋଜିଭାତ ଉପରେ ପୂର୍ବବତ କଟକଣା ରହିବ । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବକୁ ମଧ୍ୟ ବାରଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା