Masthead

ତୁର୍କୀ ପାଇଁ ‘ଅପରେସନ ଦୋସ୍ତ’

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ ): ଭୂମିକମ୍ପରେ ହୋଇଥିବା ବ୍ୟାପକ କ୍ଷୟକ୍ଷତି ତୁର୍କୀ ଓ ସିରିଆକୁ ଭାରତର ସହଯୋଗ କରିବାକୁ ପ୍ରତିଶୃତି ଦେଇଛନ୍ତି । କେନ୍ଦ୍ର ସରକାର ‘ଅପରେସନ ଦୋସ୍ତ’ ଆରମ୍ଭ କରିଥିବା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଏକ ଟୁଇଟରେ ପୋଷ୍ଟ ଶେୟାର କରିଛନ୍ତି । ଅନେକ ସମୟରେ ବିଶ୍ୱ ରାଜନୀତିରେ ବହୁ ପରିବର୍ତ୍ତନ ଦେଖିବାକୁ ମିଳିଛି । କିନ୍ତୁ ଭାରତ ‘ବସୁଧୈବ କୁଟୁମ୍ବକମ୍’ ନୀତି ଆପଣାଇ ସବୁବେଳେ ମାନବ ଜାତିର କଲ୍ୟାଣ ପାଇଁ କାର୍ଯ୍ୟ କରୁଥିବା ସେ ନିଜ ପ୍ରତିକ୍ରିୟାରେ କହିଛନ୍ତି ।

ସେପଟେ ବୁଧବାର ଭାରତ ପକ୍ଷରୁ ସି୧୭ ବିମାନ ଜରିଆରେ ହସ୍ପିଟାଲ ସାମଗ୍ରୀ ସାଙ୍ଗକୁ ଭାରତୀୟ ସେନାର ୫୪ ଟିମକୁ ତୁର୍କୀ ପଠାଯାଇଛି । ତୁର୍କୀକୁ ରେସ୍କ୍ୟୁ ଅପରେସନରେ ସାହାଯ୍ୟ କରିବା ପାଇଁ ଭାରତ ପକ୍ଷରୁ ୫୧ ଏନ୍ଡିଆରଏଫ୍ ଯବାନଙ୍କୁ ପଠାଯାଇଛି । ପୂର୍ବରୁ ଦୁଇଟି ଟିମ୍ ଭାରତ ତରଫରୁ ତୁର୍କୀକୁ ପଠାଇଛି । ଅନ୍ୟପଟେ ସିରିଆକୁ ୬ ଟନ୍ ରିଫିଲ୍ ସାମଗ୍ରୀର ସହାୟତ ଯୋଗାଇଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି