Masthead

ଆରମ୍ଭ ହେଲା ଅପରେସନ ଗ୍ରୀନ କ୍ଲିନ୍

ଲମତାପୁଟ (ବଡ଼ ଖବର ବ୍ୟୁରୋ): ଲମତାପୁଟ ବ୍ଲକରୁ ଆରମ୍ଭ ହେଲା ଅପରେସନ ଗ୍ରୀନ କ୍ଲିନ୍ । କୋରାପୁଟ ପୋଲିସ ଗଞ୍ଜେଇ ଚୋରା ଚାଲାଣ ରୋକିବା ପାଇଁ ବଡ ପଦକ୍ଷେପ ନେଇଛି। ଗୋଟିଏ ପଟେ ୨୪ ଘଣ୍ଟିଆ ନାକାବନ୍ଦୀ କରୁଥିବା ବେଳେ ପୁଣି ଆରମ୍ଭ କରିଛି ଅପରେସନ ଗ୍ରୀନକ୍ଳିନ । କୋରାପୁଟ ଜିଲ୍ଲା ଲମତାପୁଟ ସହରରୁ ମାତ୍ର ୫ କିଲୋମିଟର ଦୂର କାଡାମ ଗ୍ରାମ ନିକଟରୁ ବିପୁଳ ପରିମାଣର ଗଞ୍ଜେଇ ଚାଷ ନଷ୍ଟ କରୁଛି ପୋଲିସ । ଚଳିତ ବର୍ଷ ଅପରେସନ ଗ୍ରୀନ କ୍ଳିନ ଓଡ଼ିଶାର ପ୍ରଥମେ ଆରମ୍ଭ କରିଛି କୋରାପୁଟ ପୋଲିସ ।

ପୂର୍ବରୁ ବ୍ଲୁ ପ୍ରୀଣ୍ଟ ପ୍ରସ୍ତୁତ କରିଛି ପୋଲିସ। ଗୋଇନ୍ଦା ବିଭାଗ ଡ୍ରୋନ ସାହାଯ୍ୟରେ ଗଞ୍ଜେଇ ଚାଷ ହୋଇଥିବା ଜାଗାକୁ ଚିହ୍ନଟ କରିଛି ପୋଲିସ । କଡା ସୁରକ୍ଷାରେ ଚଳିତ ବର୍ଷ ମୂଳରୁ ଗଞ୍ଜେଇ ଚାଷ ନଷ୍ଟ କରିବା ଲକ୍ଷ ରଖିଛି ପୋଲିସ । ନନ୍ଦପୁର ଏସ. ଡ଼ି. ପିଓ. କହିଛନ୍ତି ଏହି ଅଞ୍ଚଳରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ହେଲେ ଗଞ୍ଜେଇ ଚାଷକୁ ସମ୍ପୂର୍ଣ ନଷ୍ଟ କରିବାକୁ ପଡିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ