Masthead

ସରକାର ଭାଙ୍ଗିବାକୁ ହୋଇଥିଲା ପ୍ରୟାସ: ବ୍ୟୋମକେଶ ରାୟ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ବି ହୋଇଥିଲା ଅପରେସନ ଲୋଟସ୍ । ସରକାର ଭାଙ୍ଗିବାକୁ ହୋଇଥିଲା ପ୍ରୟାସ । ବିଧାନସଭା ଭିତରେ ଏଭଳି ଅଭିଯୋଗ ଆଣିଛନ୍ତି ବିଜେଡି ବିଧାୟକ ବ୍ୟୋମକେଶ ରାୟ । ପିସି କାରବାରକୁ ନେଇ ଗୃହରେ ଚାଲିଥିଲା ସରଗରମ ଆଲୋଚନା । ଠିକ୍ ଏତିକିବେଳେ ଏମିତି ବିସ୍ଫୋରକ ବୟାନ ଦେଇଥିଲେ ଚାନ୍ଦବାଲିର ବିଧାୟକ ।

ବ୍ୟୋମକେଶ କହିଥିଲେ, ବିଜେଡି ସରକାର ଭାଙ୍ଗିବାକୁ ବିଜେପି ଚେଷ୍ଟା କରିଥିଲା । କିନ୍ତୁ ସେଥିରେ ସଫଳ ହୋଇପାରିନି । ତେବେ କେବେ ଏଭଳି ଅପରେସନ ହୋଇଥିଲା, ବିଜେଡିର କେଉଁ କେଉଁ ବିଧାୟକଙ୍କୁ ବିଜେପି ଟାର୍ଗେଟ କରିଥିଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ରଖି ନ ଥିଲେ ବ୍ୟୋମକେଶ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା