Masthead

ପାରାଦୀପ ସମୁଦ୍ରରେ ଅପରେସନ ‘ସାଗର କବଚ’

ପାରାଦୀପ(ବଡ଼ ଖବର ବ୍ୟୁରୋ): ଆଜିଠୁ ପାରାଦୀପ ଗଭୀର ସମୁଦ୍ରରେ ଆରମ୍ଭ ହୋଇଛି ଅପରେସନ ‘ସାଗର କବଚ’ । ୨ ଦିନ ଧରି ଚାଲିବ ଚଳିତ ବର୍ଷର ପ୍ରଥମ ମିଳିତ ସମରାଭ୍ୟାସ । କୋଷ୍ଟଗାଡ୍ କଷ୍ଟମ୍ସ, ସିଆଇଏସ୍ଏଫ ସମେତ୍ ସମାଲି ହୋଇଛନ୍ତି ୧୮ ବିଭାଗର ସଦସ୍ୟ । ଜଳଦସ୍ୟୁଙ୍କ ଉପରେ ନଜର ରଖିବାକୁ ଏହି ଅପରେସନ ଆରମ୍ଭ ହୋଇଛି । ୨୬/୧୧ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳ ସୁରକ୍ଷାକୁ କଡ଼ାକଡ଼ି କରିବା ପାଇଁ ଆୟୋଜିତ ହେଉଛି ସମରାଭ୍ୟାସ ସାଗର କବଚ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ