Masthead

ପାରାଦୀପ ସମୁଦ୍ରରେ ଅପରେସନ ‘ସାଗର କବଚ’

ପାରାଦୀପ(ବଡ଼ ଖବର ବ୍ୟୁରୋ): ଆଜିଠୁ ପାରାଦୀପ ଗଭୀର ସମୁଦ୍ରରେ ଆରମ୍ଭ ହୋଇଛି ଅପରେସନ ‘ସାଗର କବଚ’ । ୨ ଦିନ ଧରି ଚାଲିବ ଚଳିତ ବର୍ଷର ପ୍ରଥମ ମିଳିତ ସମରାଭ୍ୟାସ । କୋଷ୍ଟଗାଡ୍ କଷ୍ଟମ୍ସ, ସିଆଇଏସ୍ଏଫ ସମେତ୍ ସମାଲି ହୋଇଛନ୍ତି ୧୮ ବିଭାଗର ସଦସ୍ୟ । ଜଳଦସ୍ୟୁଙ୍କ ଉପରେ ନଜର ରଖିବାକୁ ଏହି ଅପରେସନ ଆରମ୍ଭ ହୋଇଛି । ୨୬/୧୧ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ଉପକୂଳ ସୁରକ୍ଷାକୁ କଡ଼ାକଡ଼ି କରିବା ପାଇଁ ଆୟୋଜିତ ହେଉଛି ସମରାଭ୍ୟାସ ସାଗର କବଚ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା