Masthead

ଅପରେସନ ‘ସମୁଦ୍ରଗୁପ୍ତ’, ୧୨ ହଜାର କୋଟିର ଡ୍ରଗ୍ସ ଜବତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତୀୟ ନୌସେନା ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ମିଳିତ ଅପରେସନ ‘ସମୁଦ୍ରଗୁପ୍ତ’ରେ ୧୨ ହଜାର କେଟର ଡ୍ରଗ୍ସ କରାଯାଇଛି । କେରଳ ଉପକୂଳବର୍ତ୍ତୀ ଏକ ଜାହାଜରୁ ପ୍ରାୟ ୧୨,୦୦୦କୋଟି ଟଙ୍କା ମୂଲ୍ୟର ପ୍ରାୟ ୨୫୦୦କିଗ୍ରା ମିଥାମଫେଟାମାଇନ ଡ୍ରଗ୍ସ ଜବତ କରାଯାଇଛି। ଏଥିସହ ଜଣେ ପାକିସ୍ତାନୀ ନାଗରିକଙ୍କୁ ଡ୍ରଗ୍ସ ସମ୍ପର୍କରେ ପଚରାଉଚରା ପାଇଁ ଅଟକ ରଖାଯାଇଛି।

ଏନସିବି ଉପ ମହାନିର୍ଦ୍ଦେଶକ ସଞ୍ଜୟ କୁମାର ସିଂ କହିଛନ୍ତି ଯେ, ‘ଅପରେସନ ସମୁଦ୍ରଗୁପ୍ତ’ ଦ୍ୱାରା ଡ୍ରଗ୍ସ ଜବତ ହୋଇପାରିଛି। ଏହି ଅପରେସନରେ ଆଫଗାନିସ୍ତାନରୁ ଆସୁଥିବା ଔଷଧ ଏବଂ ଡ୍ରଗ୍ସର ସମୁଦ୍ରରେ ଚୋରା ଚାଲାଣକୁ ଟାର୍ଗେଟ କରାଯାଇଥିଲା।ସେପଟେ ଆଣ୍ଟି ଡ୍ରଗ୍ସ ଏଜେନ୍ସି କହିଛନ୍ତି ଯେ,ଏହି ଅପରେସନ ଦ୍ୱାରା ଦେଶର ସବୁଠାରୁ ବଡ ମିଥାମଫେଟାମାଇନ ଜବତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ