ଅପରେସନ ‘ସମୁଦ୍ରଗୁପ୍ତ’, ୧୨ ହଜାର କୋଟିର ଡ୍ରଗ୍ସ ଜବତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଭାରତୀୟ ନୌସେନା ଏବଂ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି)ର ମିଳିତ ଅପରେସନ ‘ସମୁଦ୍ରଗୁପ୍ତ’ରେ ୧୨ ହଜାର କେଟର ଡ୍ରଗ୍ସ କରାଯାଇଛି । କେରଳ ଉପକୂଳବର୍ତ୍ତୀ ଏକ ଜାହାଜରୁ ପ୍ରାୟ ୧୨,୦୦୦କୋଟି ଟଙ୍କା ମୂଲ୍ୟର ପ୍ରାୟ ୨୫୦୦କିଗ୍ରା ମିଥାମଫେଟାମାଇନ ଡ୍ରଗ୍ସ ଜବତ କରାଯାଇଛି। ଏଥିସହ ଜଣେ ପାକିସ୍ତାନୀ ନାଗରିକଙ୍କୁ ଡ୍ରଗ୍ସ ସମ୍ପର୍କରେ ପଚରାଉଚରା ପାଇଁ ଅଟକ ରଖାଯାଇଛି।

ଏନସିବି ଉପ ମହାନିର୍ଦ୍ଦେଶକ ସଞ୍ଜୟ କୁମାର ସିଂ କହିଛନ୍ତି ଯେ, ‘ଅପରେସନ ସମୁଦ୍ରଗୁପ୍ତ’ ଦ୍ୱାରା ଡ୍ରଗ୍ସ ଜବତ ହୋଇପାରିଛି। ଏହି ଅପରେସନରେ ଆଫଗାନିସ୍ତାନରୁ ଆସୁଥିବା ଔଷଧ ଏବଂ ଡ୍ରଗ୍ସର ସମୁଦ୍ରରେ ଚୋରା ଚାଲାଣକୁ ଟାର୍ଗେଟ କରାଯାଇଥିଲା।ସେପଟେ ଆଣ୍ଟି ଡ୍ରଗ୍ସ ଏଜେନ୍ସି କହିଛନ୍ତି ଯେ,ଏହି ଅପରେସନ ଦ୍ୱାରା ଦେଶର ସବୁଠାରୁ ବଡ ମିଥାମଫେଟାମାଇନ ଜବତ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ