ପରିକ୍ରମା ପ୍ରକଳ୍ପକୁ ବିରୋଧୀଙ୍କ ବୟକଟ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଜୋର ଧରିଛି ରାଜନୀତି । ବିରୋଧୀ କଂଗ୍ରେସ ଓ ବିଜେପି ପରିକ୍ରମା ପ୍ରକଳ୍ପର ଲୋକାର୍ପଣକୁ ବୟକଟ କରିଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସରକାରଙ୍କୁ କରିଛନ୍ତି ଟାର୍ଗେଟ । ଜଗନ୍ନାଥ କୌଣସି ଦଳର ନୁହନ୍ତି କିନ୍ତୁ ପ୍ରକଳ୍ପ ଲୋକାର୍ପଣକୁ ବିଜେଡି ଦଳୀୟ କାର୍ଯ୍ୟକ୍ରମ କରିଦେଇଥିବା କହିଛନ୍ତି ମନମୋହନ ସାମଲ ।

ସେପଟେ ପ୍ରକଳ୍ପକୁ ନେଇ ବିଜେଡି ଉପରେ ବର୍ଷିଛନ୍ତି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ । ୩ଟି ପ୍ରସଙ୍ଗକୁ ନେଇ ସରକାରଙ୍କୁ ଟାର୍ଗେଟ କଲେ ବିଜୟ । କାମିୟା ଜାନୀ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଟାର୍ଗେଟ କଲେ । ମହାପ୍ରସାଦ ପ୍ରଚାର ପାଇଁ ଗୋମାଂସ ଭକ୍ଷଣକାରୀଙ୍କୁ ଆଣି ପ୍ରବେଶ କରାଇବା ସହ ଓଡ଼ିଆଙ୍କ ଧର୍ମୀୟ ଭବନା ପ୍ରତି ବିଜେଡି କୁଠାରଘାତ କରିଥିବା କହିଛନ୍ତି ବିଜୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ