Masthead

ମାଷ୍ଟରକ୍ୟାଣ୍ଟିନ ଘୋଡ଼ା ଉଠିବାକୁ ବିରୋଧ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡିଶାର ପ୍ରଖ୍ୟାତ ସ୍ଥପତି ପଦ୍ମଭୂଷଣ ରଘୁନାଥ ମାହାପାତ୍ରଙ୍କ ଅନନ୍ୟ ସୃଷ୍ଟି ମାଷ୍ଟରକ୍ୟାଣ୍ଟିନ ଛକର ଘୋଡା ଏବଂ ଯୋଦ୍ଧା ସ୍ଥାପତ୍ୟ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି ସରକାର । ଏହାକୁ ଯାହାକୁ ଏବେ ବିଭିନ୍ନ ସଂଗଠନ ବିରୋଧ କରୁଥିବା ଦେଖିବାକୁ ମିଳିଛି । ପ୍ରଥମେ ଏହାକୁ କଂଗ୍ରେସ ବିରୋଧ କରୁଥିବା ବେଳେ ଏବେ ଏଥିରେ ଭାରତୀୟ ଜନତା ପାର୍ଟି ମଧ୍ୟ ସାମିଲ ହୋଇଛି । ଦଶନ୍ଧି ଧରି ରାଜଧାନୀର ପ୍ରତୀକ ପାଲଟିଥିବା ମାଷ୍ଟରକ୍ୟାଣ୍ଟିନ ଘୋଡ଼ାକୁ ୧୯୮୮ ମସିହାରେ ଶିଳ୍ପୀ ରଘୁନାଥ ମହାପାତ୍ର ସ୍ଥାପନ କରିଥିଲେ ।

ବର୍ତ୍ତମାନ ସ୍ମାର୍ଟ ଜନପଥର ଯୋଜନା ପାଇଁ ଏହି ଘୋଡ଼ାକୁ ରାଜଭବନ ସମ୍ମୁଖକୁ ସ୍ଥାନାନ୍ତର କରିବାକୁ ଯୋଜନା ଚାଲିଛି । ଯାହାକୁ ନେଇ ଏବେ ବିଭିନ୍ନ ସଂଗଠନ ବିରୋଧ କରିବା ସହ ଘୋଡ଼ା ଉଠିଲେ ଅଧିକ ବିରୋଧ କରିବାକୁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ