ସରକାର ଚାହୁଁ ନାହାନ୍ତି ମଣିପୁର ବିଷୟରେ ଚର୍ଚ୍ଚା ହେଉ: ମଲ୍ଲିକାର୍ଜ୍ଜୁନ ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିରୋଧୀ ମେଣ୍ଟ ଇଣ୍ଡିଆର ସାଂସଦମାନେ ମଣିପୁର ପ୍ରସଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ମଣିପୁରର ପରିସ୍ଥିତି ସମ୍ପର୍କରେ ରାଷ୍ଟ୍ରପତିଙ୍କୁ ଅବଗତ କରାଇ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କୁ ଭେଟିବା ପରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ କହିଛନ୍ତି ଆମେ ସଂସଦରେ ଆଲୋଚନା କରିବାକୁ ଚାହୁଁଛୁ କିନ୍ତୁ ସରକାର କୌଣସି ପ୍ରତିକ୍ରିୟା ଦେଉନାହାଁନ୍ତି।

ସେ ଆହୁରି ମଧ୍ୟ କହିଛନ୍ତି ଅଧ୍ୟକ୍ଷ ଶାସକ ଦଳକୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ବିରୋଧୀଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, କିନ୍ତୁ ମୋତେ କାହିଁକି କହିବାକୁ ଅନୁମତି ଦିଆଯାଉ ନାହିଁ ତାହା ଜାଣ ନାହିଁ। ମୋ ମାଇକ୍ ବନ୍ଦ କରିଦିଆଯାଉଛି । ମଣିପୁର ଉପରେ ଆଲୋଚନା ହେଉ ବୋଲି ସରକାର ଚାହୁଁନାହାଁନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଣିପୁର ଯିବା ଉଚିତ୍।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’