Masthead

କିଏ ହେବେ ବିରୋଧୀ ଦଳ ନେତା ?, ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ କିଏ ହେବେ ବିରୋଧୀ ଦଳ ନେତା? ଏନେଇ ଆଜି ବସୁଛି ବିଜେଡି ବିଧାୟକ ଦଳ ବୈଠକ । ଚର୍ଚ୍ଚା ହେଉଛି ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବା ପାଇଁ ଏକ ପ୍ରକାର ସ୍ଥିର ହୋଇଛି। ଏନେଇ ଅଶ୍ୱିନୀ ପାତ୍ର ସୂଚନା ଦେଇଛନ୍ତି । ଏହି ବୈଠକରେ ବିଜେଡି ପରାଜୟର କାରଣ ମଧ୍ୟ ଖୋଜାଯିବ । ପରାଜୟ ପଇଁ କେଉଁ କେଉଁ ପ୍ରସଙ୍ଗ ଫ୍ୟାକ୍ଟର ହେବ ସେ ନେଇ ଆଲୋଚନା କରାଯିବ । ବିଜେପିର ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଓ ଭିକେ ପାଣ୍ଡିଆନ ହାରିବା ପଛରେ ଉତରଦାୟି କି ନୁହେଁ ସେ ନେଇ ଆଲୋଚନା ହେବ । ସେହିପରି ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଆସନରେ ବସିଛି । ଦୀର୍ଘ ୨୪ ବର୍ଷ କ୍ଷମତାରେ ବସିବା ପରେ ଏବେ ବିରୋଧୀ ଆସନକୁ ଆସିଛି । ତେଣୁ କେଉଁ ପ୍ରସଙ୍ଗରେ କିଭଳି ଆଭିମୁଖ୍ୟ ରହିବ ସେ ନେଇ ମଧ୍ୟ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ