Masthead

କିଏ ହେବେ ବିରୋଧୀ ଦଳ ନେତା ?, ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ କିଏ ହେବେ ବିରୋଧୀ ଦଳ ନେତା? ଏନେଇ ଆଜି ବସୁଛି ବିଜେଡି ବିଧାୟକ ଦଳ ବୈଠକ । ଚର୍ଚ୍ଚା ହେଉଛି ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବା ପାଇଁ ଏକ ପ୍ରକାର ସ୍ଥିର ହୋଇଛି। ଏନେଇ ଅଶ୍ୱିନୀ ପାତ୍ର ସୂଚନା ଦେଇଛନ୍ତି । ଏହି ବୈଠକରେ ବିଜେଡି ପରାଜୟର କାରଣ ମଧ୍ୟ ଖୋଜାଯିବ । ପରାଜୟ ପଇଁ କେଉଁ କେଉଁ ପ୍ରସଙ୍ଗ ଫ୍ୟାକ୍ଟର ହେବ ସେ ନେଇ ଆଲୋଚନା କରାଯିବ । ବିଜେପିର ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଓ ଭିକେ ପାଣ୍ଡିଆନ ହାରିବା ପଛରେ ଉତରଦାୟି କି ନୁହେଁ ସେ ନେଇ ଆଲୋଚନା ହେବ । ସେହିପରି ପ୍ରଥମ ଥର ପାଇଁ ବିଜେଡି ବିରୋଧୀ ଆସନରେ ବସିଛି । ଦୀର୍ଘ ୨୪ ବର୍ଷ କ୍ଷମତାରେ ବସିବା ପରେ ଏବେ ବିରୋଧୀ ଆସନକୁ ଆସିଛି । ତେଣୁ କେଉଁ ପ୍ରସଙ୍ଗରେ କିଭଳି ଆଭିମୁଖ୍ୟ ରହିବ ସେ ନେଇ ମଧ୍ୟ ଆଲୋଚନା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ