Masthead

ସଂସଦ ସୁରକ୍ଷାରେ ତ୍ରୁଟି ପ୍ରସଙ୍ଗ, ଲୋକସଭାରେ ବିରୋଧୀଙ୍କ ହଙ୍ଗାମା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦର ସୁରକ୍ଷା ବ୍ୟବସ୍ଥାରେ ବଡ଼ ଧରଣର ତ୍ରୁଟିକୁ ନେଇ ବିରୋଧୀଙ୍କ ହଙ୍ଗାମା । ଗୁରୁବାର ସଂସଦର ସୁରକ୍ଷା ବ୍ୟବସ୍ଥାରେ ଦେଖାଦେଇଥିବା ସାଂଘାତିକ ତ୍ରୁଟିକୁ ନେଇ ତେଜିଛି ରାଜନୀତି। ଏହା ପ୍ରତିବାଦରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ବିରୋଧୀମାନେ ପ୍ରବଳ ହୋହାଲ୍ଲା ଓ ହଟ୍ଟଗୋଳ କରିଛନ୍ତି । ଗୃହରେ ବିରୋଧୀ ହଙ୍ଗାମା କରିବା ସହ ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା