ଜେଲ୍‌ରେ ବିରୋଧୀ ଦଳ ନେତା ନାଭାଲ୍‌ନିଙ୍କ ସନ୍ଦେହଜନକ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ବିରୋଧୀ ଆଲେକ୍ସି ନାଭାଲ୍‌ନୀଙ୍କ ସନ୍ଦେହଜନକ ମୃତ୍ୟୁ । ଜେଲ୍ ସେବା ପକ୍ଷରୁ ଆଜି ଏ ବାବଦ ସୂଚନା ଦିଆଯିବା ପରେ ଏହାକୁ ନେଇ ରୁଷ୍‌ରେ ସରଗରମ ସ୍ଥିତି ସୃଷ୍ଟି ହୋଇଛି । ଜେଲ୍‌ କର୍ତ୍ତୃପକ୍ଷଙ୍କ ଦ୍ବାରା ଜାରି ବିବୃତିରେ କୁହାଯାଇଛି ନାଭାଲ୍‌ନି ଜେଲ୍‌ରେ ଅଚେତ ହୋଇପଡ଼ିବା ପରେ ତାଙ୍କର ମୃତ୍ୟୁ ହୋଇଛି । କେଉଁ ପରିସ୍ଥିତିରେ ମୃତ୍ୟୁ ଘଟିଲା ଜାଣିବାକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ୨୦୨୧ରେ ଆଲେକ୍ସି ନାଭାଲ୍‌ନି ଉଗ୍ରବାଦ ଅଭିଯୋଗରେ ତାଙ୍କୁ ୧୯ ବର୍ଷର ଜେଲ୍‌ ଦଣ୍ଡାଦେଶ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’