Masthead

‘ବିରୋଧୀ ଦଳ ନେତା ମାନସିକ ସନ୍ତୁଳନ ହରେଇଲଣି’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିରୋଧୀ ଦଳ ନେତା ମାନସିକ ସନ୍ତୁଳନ ହରେଇଲେଣି । ଆମେ ବିଧାୟକମାନେ ଦୁରେଇ ରହୁଛୁ, ଆପଣ (ସାମ୍ବାଦିକ ) ମାନେ ମଧ୍ୟ ଦୁରେଇ ରୁହନ୍ତୁ । ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଶାସକ ଦଳ ମୁଖ୍ୟ ସଚେତକ ପ୍ରାଶାନ୍ତ ମୁଦୁଲି । ବିରୋଧୀଦଳ ନେତାଙ୍କ ନାମରେ ୧୬ ଟି ଅପରାଧିକ ମାମଲା ରହିଛି । ତାଙ୍କ ଠାରୁ ଅଧିକ କଣ ଆଶା କରାଯାଇପାରେ ।ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ବିରୋଧୀ ଦଳଙ୍କ କାର୍ଯ୍ୟକଳାପ ଦୁର୍ଭାଗ୍ୟଜନକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ