Masthead

‘ବିରୋଧୀ ଦଳ ନେତା ମାନସିକ ସନ୍ତୁଳନ ହରେଇଲଣି’

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ବିରୋଧୀ ଦଳ ନେତା ମାନସିକ ସନ୍ତୁଳନ ହରେଇଲେଣି । ଆମେ ବିଧାୟକମାନେ ଦୁରେଇ ରହୁଛୁ, ଆପଣ (ସାମ୍ବାଦିକ ) ମାନେ ମଧ୍ୟ ଦୁରେଇ ରୁହନ୍ତୁ । ଏଭଳି ପ୍ରତିକ୍ରିୟା ଦେଇଛନ୍ତି ଶାସକ ଦଳ ମୁଖ୍ୟ ସଚେତକ ପ୍ରାଶାନ୍ତ ମୁଦୁଲି । ବିରୋଧୀଦଳ ନେତାଙ୍କ ନାମରେ ୧୬ ଟି ଅପରାଧିକ ମାମଲା ରହିଛି । ତାଙ୍କ ଠାରୁ ଅଧିକ କଣ ଆଶା କରାଯାଇପାରେ ।ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ବିରୋଧୀ ଦଳଙ୍କ କାର୍ଯ୍ୟକଳାପ ଦୁର୍ଭାଗ୍ୟଜନକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ