Masthead

ସୁସ୍ଥ ଅଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସୁସ୍ଥ ଅଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମାଁ ମାଣିକେଶ୍ୱରୀଙ୍କ ଅପାର କୃପା ତଥା ମୋର ଆରୋଗ୍ୟ କାମନା କରି ଭଗବାନଙ୍କ ନିକଟରେ ଦୀପ ଜାଳିଥିବାରୁ ମୁଁ ଧିରେ ଧିରେ ସୁସ୍ଥ ହେବାରେ ଲାଗିଛି । ମୋର ଶୁଭେଚ୍ଛୁମାନଙ୍କୁ ହୃଦୟରୁ ଧନ୍ୟବାଦ ବୋଲି କହିଛନ୍ତି ପ୍ରଦୀପ୍ତ ।

ଏହାସହ ଚିକିତ୍ସା କରୁଥିବା ଡାକ୍ତରଙ୍କୁ ଧନ୍ୟବାଦ ଦେଇଛନ୍ତି । କୋଭିଡ ପଜିଟିଭ୍ ହେବା ପରେ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଚିନ୍ତିତ ଥିଲେ । ମୋ ପରିବାର ସହ ମୋ ଦଳ ମଧ୍ୟ ଚିନ୍ତିତ ଥିଲେ । ହେଲେ ମୁଁ ଧିରେ ଧିରେ ସୁସ୍ଥ ହେଉଛି କହିଛନ୍ତି ପ୍ରଦୀପ୍ତ ନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା