Masthead

ଆଜି ମୋଦି ବିରୋଧୀ ମେଣ୍ଟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ମୋଦି ବିରୋଧୀ ମେଣ୍ଟ ବୈଠକ । ବିହାର ପାଟନାରେ ବସିବ ଏହି ବୈଠକ । ୨୦୨୪ ସାଧାରଣ ନିର୍ବାଚନରେ ମୋଦିଙ୍କୁ ଟକ୍କର ଦେବାପାଇଁ ଏହି ରଣନୀତି ପ୍ରସ୍ତୁତ ହେବ ଯାହାର ଅଧ୍ୟକ୍ଷତା କରୁଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର । ଗୁରୁବାର ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ ଯୋଗ ଦେଇଛନ୍ତି ।

ତେବେ ଆଜି ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ, କଂଗ୍ରେସ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧୀ, ସପା ମୁଖ୍ୟ ଅଖିଳେଶ ଯାଦବ, ନେସନାଲ କନଫରେନ୍ସ ନେତା ଅବଦୁଲ ଫାରୁକ, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ପ୍ରମୁଖ ଯୋଗ ଦେବେ ବୋଲି ସୂଚନା ରହିଛି । ଦିନ୧୧ଟାରୁ ୪ଟା ଯାଏଁ ମୁଖ୍ୟମନ୍ତ୍ରୀ ବାସଭବନରେ ବିରୋଧୀଙ୍କ ମହାବୈଠକ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’