Masthead

ଓମ୍ ବିର୍ଲାଙ୍କ ଉପରକୁ ପାମ୍ପଲେଟ ଫିଙ୍ଗିଲେ ବିରୋଧୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭାରେ ବାଚସ୍ପତିଙ୍କ ଉପରକୁ ପାମ୍ପଲେଟ ଫିଙ୍ଗିଲେ ବିରୋଧୀ । ଫଳରେ ସଂସଦ ଅଚଳ ହୋଇଛି । ବିଜେପିର ଏମ୍‌ପିଙ୍କ ସହିତ ବିରୋଧୀ ଲୋକସଭା ଓ ରାଜ୍ୟସଭାରେ ପରସ୍ପର ଉପରେ ଆରୋପ ପ୍ରତ୍ୟାରୋପ କରିଛନ୍ତି। ବିରୋଧୀମାନେ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଏବଂ ଅଯୋଗ୍ୟତା ପ୍ରସଙ୍ଗ ଉଠାଇଥିଲେ।

ଏଥି ସହିତ, ଆଦାନୀ ପ୍ରସଙ୍ଗ ନେଇ ଜେପିସି ଗଠନ ଦାବି କରିଥିଲେ ବିରୋଧୀ। ଏହି ସମୟରେ କିଛି ବିରୋଧୀ ସଦସ୍ୟ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ଉପରେ ପାମ୍ପଲେଟ ମଧ୍ୟ ଫିଙ୍ଗିଥିଲେ। ଏହା ପରେ ଲୋକସଭାକୁ ଅପରାହ୍ନ ୪ ଟା ପର୍ୟ୍ୟନ୍ତ ସ୍ଥଗିତ ରଖାଯାଇଥିବାବେଳେ ରାଜ୍ୟସଭାକୁ ଅପରାହ୍ନ ୨ ଟା ପର୍ୟ୍ୟନ୍ତ ସ୍ଥଗିତ ରଖାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ