Masthead

ଭୋଟରଙ୍କ ପ୍ରଶ୍ନରେ ଘାଇଲା ବିଧାୟକ ଲତିକା ପ୍ରଧାନ

ଖଲିକୋଟ (ବଡ଼ ଖବର ବ୍ୟୁରୋ): ବିଧାୟକ ଲତିକା ପ୍ରଧାନଙ୍କୁ ବିରୋଧ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗରରେ ଦେଖିବାକୁ ମିଳୁଛି ବିଧାୟିକା ଲତିକା ପ୍ରଧାନଙ୍କୁ ବିରୋଧ । ପ୍ରଚାର ବେଳେ ଭୋଟରଙ୍କ ପ୍ରଶ୍ନରେ ଘାଇଲା ହେଲେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ବେଗୁନିଆପଡ଼ା ଠାରେ ବିଧାୟିକା ଲତିକା ପ୍ରଧାନଙ୍କୁ ବିରୋଧ କଲେ ଗ୍ରାମବାସୀ ।

୫ ବର୍ଷରେ କ’ଣ କରିଛ ବୋଲି ପ୍ରଶ୍ନ କରିବା ସହ ଆମ ଓଡ଼ିଶା ନବୀନ ଓଡ଼ିଶାରେ ୫୦ ଲକ୍ଷ କୁଆଡେ ଗଲା ବୋଲି ପ୍ରଶ୍ନ କରିଛନ୍ତି ଜନତା । କିଛି ମହିଳା ଗୁଡେଇ ତୁଡେଇ ପ୍ରଶ୍ନ କରୁଥିବା ବେଳେ ଲତିକାଙ୍କ ସମର୍ଥକମାନେ ଉତ୍ତେଜିତ ହୋଇ ମହିଳାଙ୍କୁ ଆସନମାନ କରିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା