Masthead

ବିଧାୟକଙ୍କୁ ବିରୋଧ

ନିମାପଡା(ବଡ଼ ଖବର ବ୍ୟୁରୋ) : ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ନିଜ ନିର୍ବାଚନମଣ୍ଡଳୀରେ କରାଗଲା ବିରୋଧ । କଳାପତାକା ଦେଖାଇ ବିଧାୟକଙ୍କ ଗାଡି ଆଗରେ ବିକ୍ଷୋଭ କରାଗଲା । କଳାପତାକା ଦେଖାଇବା ସହ କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି । ପଞ୍ଚୟତ କୋଠାଘର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗ ଦେବାବେଳେ ବିରୋଧ କରାଗଲା । ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ