Masthead

ଓପିଏସସି ପରୀକ୍ଷା, ଅଗଷ୍ଟ ୨୭ରେ

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଓଡିଶା ପ୍ରଶାସନିକ ସେବା (ଓପିଏସସି) ପରୀକ୍ଷା ତାରିଖ ଘୋଷଣା କରିଛି । ଅଗଷ୍ଟ ୨୭ରେ ହେବ ସିଭିଲ ସର୍ଭିସ ପରୀକ୍ଷା । ଦୁଇଟି ସିଟିଙ୍ଗରେ ପ୍ରିଲିମନାରି ପରୀକ୍ଷା କରିବ ଓପିଏସସି । ବାଲେଶ୍ବର, ବ୍ରହ୍ମପୁର, ଭୁବନେଶ୍ବର, କଟକ, ସମ୍ବଲପୁରରେ ପରୀକ୍ଷା କେନ୍ଦ୍ର ଆୟୋଜନ କରାଯାଇଛି ।

ସେପ୍ଟେମ୍ବର ସୁଦ୍ଧା ପ୍ରିଲିମନାରି ପରୀକ୍ଷା ଫଳାଫଳ ପ୍ରକାଶ ପାଇବା ସମ୍ଭାବନା ରହିଛି । ଦିନ ୧୦ଟାରୁ ପ୍ରଥମ ପତ୍ର ଓ ୧.୩୦ରୁ ଦ୍ବିତୀୟ ପତ୍ର ପରୀକ୍ଷା ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା