Masthead

ହାଇକୋର୍ଟ ଗଲେ ଅନୁଭବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ଗଲେ ସାଂସଦ ଅନୁଭବ ମହାନ୍ତି । ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ସାଂସଦ ଅନୁଭବ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଫ୍ୟାମିଲି କୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଅପିଲ କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ପୂର୍ବରୁ ଫ୍ୟାମିଲି କୋର୍ଟ ଅନୁଭବଙ୍କ ଆବେଦନକୁ ଖାରଜ କରିଥିଲେ । ଯାହାକୁ ନେଇ ପୁଣି ଥରେ ହାଇକୋର୍ଟ ଯାଇଛନ୍ତି ଅନୁଭବ । ତେବେ କେନ୍ଦ୍ରାପଡା ସାଂସଦଙ୍କ ଆବେଦନର ବିଚାର ହାଇକୋର୍ଟ କରିବେ ନା ନାହିଁ ଆଜି ଜଣାପଡିବ ବୋଲି ସୂଚନା ମିଳିଛି ।

ଫ୍ୟାମିଲ କୋର୍ଟ ଅନୁଭବଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ ମିଡିଆରେ ପୁଣି ଭିଡିଓ ଛାଡି ଛାଡପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କୁ ଅନୁରୋଧ କରିଥିଲେ । ଗତ ୧୦ତାରିଖରେ ଏକ ନୂଆ ଭିଡିଓ ଛାଡି ଅନୁଭବ କହିଥିଲେ ବାପାଙ୍କ ଦେହ ବହୁତ ଅସୁସ୍ଥ ଅଛି, ଯାହା ପାଇଁ ରାତିରେ କେହି ଶୋଇପାରୁନାହାଁନ୍ତି । ତେଣୁ ତାଙ୍କ ପରିବାରର କାହା ଜୀବନ ସହ ଖେଳନ୍ତୁ ନାହିଁ ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ