Masthead

ହାଇକୋର୍ଟ ଗଲେ ଅନୁଭବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟ ଗଲେ ସାଂସଦ ଅନୁଭବ ମହାନ୍ତି । ବର୍ଷା-ଅନୁଭବ ବିବାହ ବିଚ୍ଛେଦ ମାମଲାରେ ସାଂସଦ ଅନୁଭବ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଫ୍ୟାମିଲି କୋର୍ଟର ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଅପିଲ କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ପୂର୍ବରୁ ଫ୍ୟାମିଲି କୋର୍ଟ ଅନୁଭବଙ୍କ ଆବେଦନକୁ ଖାରଜ କରିଥିଲେ । ଯାହାକୁ ନେଇ ପୁଣି ଥରେ ହାଇକୋର୍ଟ ଯାଇଛନ୍ତି ଅନୁଭବ । ତେବେ କେନ୍ଦ୍ରାପଡା ସାଂସଦଙ୍କ ଆବେଦନର ବିଚାର ହାଇକୋର୍ଟ କରିବେ ନା ନାହିଁ ଆଜି ଜଣାପଡିବ ବୋଲି ସୂଚନା ମିଳିଛି ।

ଫ୍ୟାମିଲ କୋର୍ଟ ଅନୁଭବଙ୍କ ଆବେଦନକୁ ଖାରଜ କରିବା ପରେ ସୋସିଆଲ ମିଡିଆରେ ପୁଣି ଭିଡିଓ ଛାଡି ଛାଡପତ୍ର ସ୍ୱୀକାର କରିବାକୁ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କୁ ଅନୁରୋଧ କରିଥିଲେ । ଗତ ୧୦ତାରିଖରେ ଏକ ନୂଆ ଭିଡିଓ ଛାଡି ଅନୁଭବ କହିଥିଲେ ବାପାଙ୍କ ଦେହ ବହୁତ ଅସୁସ୍ଥ ଅଛି, ଯାହା ପାଇଁ ରାତିରେ କେହି ଶୋଇପାରୁନାହାଁନ୍ତି । ତେଣୁ ତାଙ୍କ ପରିବାରର କାହା ଜୀବନ ସହ ଖେଳନ୍ତୁ ନାହିଁ ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’