ଅବପାତରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅବପାତରେ ପରିଣତ ହେଲା ଲଘୁଚାପ । ସୁଦୃଶ ଲଘୁଚାପ ଅବପାତରେ ପରିଣତ ହୋଇଛି । ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରି ବାଂଲାଦେଶ ମୁହାଁ ହୋଇଛି ଲଘଚାପ । ଯାହାର ପ୍ରଭାବରେ ଆଜି ରାଜ୍ୟରେ ହେବ ପ୍ରବଳ ବର୍ଷା ଜାରି ରହିଛି । ଆଜି ୪ ଜିଲ୍ଲା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରିହୋଇଛି ।

ଏହାବାଦ ଅନ୍ୟ ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଚେତାବନୀ ଜାରିକରିଛି ପାଣିପାଗ ବିଭାଗ । ତେବେ ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ସକ୍ରିୟ ରହିଛି । ଆଜି ଏହା ଅବପାତରେ ପରିଣତ ହୋଇ ଉତ୍ତର ଆଡ଼କୁ ଗତି କରିବ । ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’